ପରମ ଗୀତ 1:6 - ଓଡିଆ ବାଇବେଲ6 ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋ’ ପ୍ରତି କୁଦୃଷ୍ଟି କର ନାହିଁ। ମୋ’ ମାତାର ସନ୍ତାନଗଣ ମୋ’ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ। Viz kapitolaପବିତ୍ର ବାଇବଲ6 ମୋତେ ଦେଖ ନାହିଁ କାରଣ ସୂର୍ଯ୍ୟ ମୋତେ କଳା କରିଅଛି। ମୋର ମାତାର ସନ୍ତାନଗଣ ମୋ’ ଉପରେ ରାଗିଥିଲେ। ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ର ସମୂହର ରକ୍ଷକ କଲେ। ମାତ୍ର ମୁଁ ମୋର ନିଜ ଦ୍ରାକ୍ଷାକ୍ଷେତ୍ରର ଯତ୍ନ ନେଇ ପାରିଲି ନାହିଁ। Viz kapitola |