ପରମ ଗୀତ 2:13 - ଓଡିଆ ବାଇବେଲ13 ଡିମ୍ବିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଡିମିରି ବୃକ୍ଷ ସ୍ଵ ଅପକ୍ଵ ଫଳମାନ ପକ୍ଵ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। Viz kapitolaପବିତ୍ର ବାଇବଲ13 ପାଚିଲା ଡିମ୍ବିରି ଫଳସବୁ ଡିମ୍ବିରି ବୃକ୍ଷରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହୋଇ ଏହାର ସୁବାସ ବିଚ୍ଛୁରିତ ହୋଇଯାଉଛି। ହେ ମୋର ପ୍ରିୟେ, ମୋର ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।” Viz kapitola |