ପରମ ଗୀତ 2:15 - ଓଡିଆ ବାଇବେଲ15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।” Viz kapitolaପବିତ୍ର ବାଇବଲ15 ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା ଛୋଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି। Viz kapitola |