ପରମ ଗୀତ 3:10 - ଓଡିଆ ବାଇବେଲ10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ଵାରା ପ୍ରେମରେ ମଣ୍ତିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ। Viz kapitolaପବିତ୍ର ବାଇବଲ10 ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ରେମ ନିମନ୍ତେ ଯିରୁଶାଲମର ଚତୁର୍ପାର୍ଶ୍ୱର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ୱାରା ସଜ୍ଜିତ ହୋଇଥିଲା। Viz kapitola |