ପରମ ଗୀତ 5:3 - ଓଡିଆ ବାଇବେଲ3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି କରି ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି କରି ତାହା ମଳିନ କରିବି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି? Viz kapitolaପବିତ୍ର ବାଇବଲ3 “ମୁଁ ଆପଣା ବସ୍ତ୍ର କାଢ଼ି ପକାଇଛି। ମୁଁ ତାକୁ ଆଉ ପିନ୍ଧିବାକୁ ଗ୍ଭହୁଁ ନାହିଁ। ମୁଁ ମୋର ପାଦ ଧୌତ କରିଅଛି, ମୁଁ ସେଗୁଡ଼ିକୁ ମଇଳା କରିବା ପାଇଁ ଗ୍ଭହୁଁ ନାହିଁ।” Viz kapitola |