ପରମ ଗୀତ 5:8 - ଓଡିଆ ବାଇବେଲ8 ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଗୋ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ। Viz kapitolaପବିତ୍ର ବାଇବଲ8 ଆଗୋ ଯିରୁଶାଲମର କନ୍ୟାଗଣ। ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କ ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ। Viz kapitola |