ପରମ ଗୀତ 6:9 - ଓଡିଆ ବାଇବେଲ9 ମାତ୍ର ମୋ’ କପୋତୀ, ମୋ’ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ଵିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପନିୀଗଣ ତାହାକୁ ପ୍ରଶଂସା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। Viz kapitolaପବିତ୍ର ବାଇବଲ9 ମାତ୍ର ମୋ’ କପୋତୀ, ମୋର ନିପୁଣାଟି ଅଦ୍ୱିତୀୟା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିୟ ଯିଏ ତାକୁ ଗର୍ଭଧାରଣ କଲେ। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। Viz kapitola |