ପରମ ଗୀତ 8:5 - ଓଡିଆ ବାଇବେଲ5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ?ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆପଣା ପ୍ରିୟତମଙ୍କ ଉପରେ ଆଉଜିପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ। Viz kapitolaପବିତ୍ର ବାଇବଲ5 ଆପଣାର ପ୍ରେମିକର ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଯିଏ ଆସୁଅଛି ସେ କିଏ? ନାରଙ୍ଗ ବୃକ୍ଷତଳେ ମୁଁ ତୁମ୍ଭକୁ ଜଗାଇଲି। ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ। ସେଠାରେ ସେ ପ୍ରସବ ବେଦନା ଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ। Viz kapitola |