ତୀତସ 2:8 - ଓଡିଆ ବାଇବେଲ8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ। Viz kapitolaପବିତ୍ର ବାଇବଲ8 ତୁମ୍ଭେ ଯେପରି ସମାଲୋଚିତ ନ ହୁଅ, ସେଥିପାଇଁ ତୁମ୍ଭେ ସତ କୁହ। ତା'ହେଲେ ଜଣେ ବିରୋଧୀ ମଧ୍ୟ ଲଜ୍ଜାବୋଧ କରିବ କାରଣ ସେ ଆମ୍ଭ ବିରୁଦ୍ଧରେ କୌଣସି ମନ୍ଦ ବିଷୟ ପାଇବ ନାହିଁ। Viz kapitola |