ତୀତସ 3:7 - ଓଡିଆ ବାଇବେଲ7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନ; ଜୀବନର ଅଧିକାରୀ ହେବୁ। Viz kapitolaପବିତ୍ର ବାଇବଲ (CL) NT (BSI)7 ତାଙ୍କ ଅନୁଗ୍ରହରୁ ଆମେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ, ଆମ୍ଭମାନଙ୍କ ଭରସା ଅନୁଯାୟୀ ଅନନ୍ତ ଜୀବନରେ ପ୍ରବେଶ କରିବାକୁ ସୁଯୋଗ ପାଇଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ। Viz kapitolaପବିତ୍ର ବାଇବଲ7 ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତ ଜୀବନ ପାଇବୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ। Viz kapitola |