ଯିଖରୀୟ 10:11 - ଓଡିଆ ବାଇବେଲ11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ତ ଦୂରୀକୃତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ। Viz kapitolaପବିତ୍ର ବାଇବଲ11 ସେମାନେ ଦାରୁଣ ବ୍ୟଥାର ସମୁଦ୍ର ମଧ୍ୟଦେଇ ପାର ହେବେ ଏବଂ ସମୁଦ୍ରର ଢେଉକୁ ଆଘାତ କରିବେ। ନୀଳ ନଦୀର ଗଭୀରତାର ପାଣି ସବୁ ଶୁଖିଯିବ। ଅଶୂରର ଗର୍ବ ନତ ହେବ ଏବଂ ମିଶରର ରାଜଦଣ୍ତ ଗ୍ଭଲିଯିବ। Viz kapitola |