ଯିଖରୀୟ 11:1 - ଓଡିଆ ବାଇବେଲ1 ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଲିବାନୋନ, ତୁମ୍ଭର ଏରସବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ମେଲାଇ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ। Viz kapitolaପବିତ୍ର ବାଇବଲ1 ହେ ଲିବାନୋନ୍, ତୁମ୍ଭେ ତୁମ୍ଭର ସମସ୍ତ ଦ୍ୱାର ଖୋଲିଦିଅ ଯେପରି ଅଗ୍ନି ତୁମ୍ଭର ସମସ୍ତ ଦେବଦାରୁ ବୃକ୍ଷଗୁଡ଼ିକୁ ପୋଡ଼ି ପକାଇବେ। Viz kapitola |