ଯିଖରୀୟ 11:15 - ଓଡିଆ ବାଇବେଲ15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ପାଳକର ସଜ ନିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ। Viz kapitolaପବିତ୍ର ବାଇବଲ15 ତା'ପରେ ସଦାପ୍ରଭୁ ମୋତେ କହିଲେ, “ପୁନର୍ବାର ସେହି ନିର୍ବୋଧ ମେଷପାଳକର ସାଜ ଦିଅ। Viz kapitola |