ଯିଖରୀୟ 11:2 - ଓଡିଆ ବାଇବେଲ2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା। Viz kapitolaପବିତ୍ର ବାଇବଲ2 ତୁମ୍ଭେ ଦେବଦାରୁ ଜାତୀୟ ବୃକ୍ଷ ଶୋକ କର କାରଣ ଦେବଦାରୁ ପଡ଼ିଯାଇଛି। ଶକ୍ତିଶାଳୀମାନେ ଧ୍ୱଂସ ହୋଇଛନ୍ତି। ଶୋକ କର, ହେ ବାଶନର ଅଲୋନବୃକ୍ଷ ସେହି ଦୁର୍ଗମ ବନ କଟାଗଲା। Viz kapitola |