Online Bible

- Reklamy -




ଯିଖରୀୟ 11:5 - ଓଡିଆ ବାଇବେଲ

5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସେମାନଙ୍କର ଅଧିକାରୀମାନେ ସେମାନଙ୍କୁ ବଧ କରନ୍ତି ଓ ଆପଣାମାନଙ୍କୁ ନିର୍ଦ୍ଦୋଷ ବୋଲି ଜ୍ଞାନ କରନ୍ତି; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରନ୍ତି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ

5 ଯେଉଁମାନେ ସେଗୁଡ଼ିକୁ କିଣନ୍ତି ସେମାନେ ସେଗୁଡ଼ିକୁ ହତ୍ୟା କଲେ, ଆଉ ସେମାନେ ଦୋଷୀ ସାବ୍ୟସ୍ତ ହେବେ ନାହିଁ। ଯେଉଁମାନେ ସେଗୁଡ଼ିକୁ ବିକ୍ରୀ କରନ୍ତି, କହିବେ, ‘ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ମୁଁ ଧନୀ ହୋଇଅଛି।’ ଏବଂ ସେମାନଙ୍କର ମେଷପାଳକମାନଙ୍କର ସେମାନଙ୍କର ମେଷ ଦଳର ଉପରେ ଦୟା ନ ଥିବ।”

Viz kapitola kopírovat




ଯିଖରୀୟ 11:5

Následuj nás:

Reklamy


Reklamy