ଯିଖରୀୟ 11:8 - ଓଡିଆ ବାଇବେଲ8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ କ୍ଳା; ହୋଇଥିଲା ଓ ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା। Viz kapitolaପବିତ୍ର ବାଇବଲ8 ଆମ୍ଭେ ଏକ ମାସ ମଧ୍ୟରେ ତିନି ଜଣ ମେଷପାଳକଙ୍କୁ ଧ୍ୱଂସ କଲୁ। ଆମ୍ଭେ ସେମାନଙ୍କ ଉପରେ ଅଧୈର୍ଯ୍ୟ ଥିଲୁ ଏବଂ ସେମାନେ ଆମ୍ଭକୁ ଘୃଣା କଲେ। Viz kapitola |