ଯିଖରୀୟ 12:10 - ଓଡିଆ ବାଇବେଲ10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ। Viz kapitolaପବିତ୍ର ବାଇବଲ10 ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି। Viz kapitola |