ଯିଖରୀୟ 12:6 - ଓଡିଆ ବାଇବେଲ6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ଵରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ଵରୂପ କରିବା; ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ଵସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ। Viz kapitolaପବିତ୍ର ବାଇବଲ6 ସେହି ଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧ୍ୟରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହୋଇଥିବା ନୂତନ ଶସ୍ୟ ମଧ୍ୟରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସେମାନେ ତାଙ୍କ ବାମ ଓ ଦକ୍ଷିଣରେ ଥିବା ଲୋକମାନଙ୍କୁ ଧ୍ୱଂସ କରିବେ କିନ୍ତୁ ଯିରୁଶାଲମ ତା'ର ସ୍ଥାନରେ ଅକ୍ଷତ ରହିବ।” Viz kapitola |