ଯିଖରୀୟ 12:7 - ଓଡିଆ ବାଇବେଲ7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ଵୁସବୁକୁ ଉଦ୍ଧାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ। Viz kapitolaପବିତ୍ର ବାଇବଲ7 ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡ଼ିକୁ ରକ୍ଷା କରିବେ। ସେ ଏପରି କରିବେ ଯଦ୍ଦ୍ୱାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ଯିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହେବ ନାହିଁ। Viz kapitola |