ଯିଖରୀୟ 12:9 - ଓଡିଆ ବାଇବେଲ9 ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେଦିନ ନଷ୍ଟ କରିବାକୁ ଚେଷ୍ଟା କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା। Viz kapitolaପବିତ୍ର ବାଇବଲ9 ସଦାପ୍ରଭୁ କୁହନ୍ତି, “ସେହି ଦିନ ଯେଉଁ ଦେଶ ଯିରୁଶାଲମ ବିରୁଦ୍ଧରେ ଆସିବ ଆମ୍ଭେ ତାକୁ ଧ୍ୱଂସ କରିବା। Viz kapitola |