ଯିଖରୀୟ 14:16 - ଓଡିଆ ବାଇବେଲ16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ। Viz kapitolaପବିତ୍ର ବାଇବଲ16 ପ୍ରତ୍ୟେକ ବ୍ୟକ୍ତି ଯିଏ ଦେଶ ଛାଡ଼ି ଯିରୁଶାଲମ ବିରୁଦ୍ଧରେ ଆସିଛନ୍ତି, ପ୍ରତ୍ୟେକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତି ବର୍ଷ ସେମାନଙ୍କର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ। Viz kapitola |