ଯିଖରୀୟ 14:17 - ଓଡିଆ ବାଇବେଲ17 ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ। Viz kapitolaପବିତ୍ର ବାଇବଲ17 ଯଦି କୌଣସି ଦେଶର ପରିବାର ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଆସିବେ ନାହିଁ, ବର୍ଷା ସେମାନଙ୍କ ଉପରେ ପଡ଼ିବ ନାହିଁ। Viz kapitola |