ଯିଖରୀୟ 14:5 - ଓଡିଆ ବାଇବେଲ5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ’ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ଵର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ। Viz kapitolaପବିତ୍ର ବାଇବଲ5 ସେହି ପାର୍ବତ୍ୟ ଉପତ୍ୟକା ଯେତେବେଳେ ତୁମ୍ଭମାନଙ୍କର ନିକଟତର ହେବ ତୁମ୍ଭେମାନେ ଖସିଯିବାକୁ ଚେଷ୍ଟା କରିବ। ଯିହୁଦାର ରାଜା ଉଷିୟଙ୍କ ସମୟରେ ହୋଇଥିବା ଭୂମିକମ୍ପ ବେଳେ ଯେଉଁପରି ଭାବରେ ଲୋକମାନେ ପଳାୟନ କରୁଥିଲେ ସେହିପରି ତୁମ୍ଭେମାନେ ଦୌଡ଼ିବ। ମାତ୍ର ସଦାପ୍ରଭୁ ମୋର ପରମେଶ୍ୱର ଆସିବେ ଏବଂ ତୁମ୍ଭ ସହିତ ସମସ୍ତ ପବିତ୍ର ପ୍ରାଣୀ ଥିବେ। Viz kapitola |