ଯିଖରୀୟ 14:9 - ଓଡିଆ ବାଇବେଲ9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେଦିନ ସଦାପ୍ରଭୁ ଅଦ୍ଵିତୀୟ ହେବେ ଓ ତାହାଙ୍କର ନାମ ଅଦ୍ଵିତୀୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ। Viz kapitolaପବିତ୍ର ବାଇବଲ9 ସେହି ଦିନ ସଦାପ୍ରଭୁ ସମଗ୍ର ପୃଥିବୀ ଉପରେ ରାଜା ହେବେ। କେବଳ ସେଠାରେ ଜଣେ ସଦାପ୍ରଭୁ ଓ ତାଙ୍କର ଗୋଟିଏ ମାତ୍ର ନାମ ରହିବ। Viz kapitola |