ଯିଖରୀୟ 2:13 - ଓଡିଆ ବାଇବେଲ13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।” Viz kapitolaପବିତ୍ର ବାଇବଲ13 ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି। Viz kapitola |