ଯିଖରୀୟ 2:4 - ଓଡିଆ ବାଇବେଲ4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ତାହାଙ୍କୁ କହିଲେ, ଦୌଡ଼, ଏହି ଯୁବାଲୋକକୁ କୁହ; ଯିରୂଶାଲମର ମଧ୍ୟବର୍ତ୍ତୀ ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ। Viz kapitolaପବିତ୍ର ବାଇବଲ4 ସେ ତାଙ୍କୁ କହିଲେ, “ଦୌଡ଼ିକରି ଯାଅ ଏବଂ ସେହି ଯୁବକଙ୍କୁ କୁହ! ‘ଯିରୁଶାଲମ ଏକ ପ୍ରାଚୀର ବିହୀନ ନଗରୀ ହେବ। କାରଣ ସେଠାରେ ବହୁ ସଂଖ୍ୟାରେ ଲୋକ ଓ ପଶୁମାନେ ମଧ୍ୟସ୍ଥାନରେ ବାସ କରିବେ।’ Viz kapitola |