ଯିଖରୀୟ 2:5 - ଓଡିଆ ବାଇବେଲ5 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ଵରୂପ ହେବା ଓ ଆମ୍ଭେ ତହିଁର ମଧ୍ୟରେ ପ୍ରତାପସ୍ଵରୂପ ହେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’” Viz kapitolaପବିତ୍ର ବାଇବଲ5 ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତା'ର ଚତୁର୍ଦ୍ଦିଗରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ୟ ହେବା। ଆମ୍ଭେ ତାକୁ ଆମ୍ଭର ମହିମାରେ ପୂର୍ଣ୍ଣ କରିବା।’” ସଦାପ୍ରଭୁ କୁହନ୍ତି, Viz kapitola |