ଯିଖରୀୟ 3:2 - ଓଡିଆ ବାଇବେଲ2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ ?” Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ଏ କି ଅଗ୍ନିରୁ କଢ଼ା ଖଣ୍ତେ ପୋଡ଼ଖୁଣ୍ଟା ନୁହେଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?” Viz kapitolaପବିତ୍ର ବାଇବଲ2 ତା'ପରେ ସଦାପ୍ରଭୁ କହିଲେ, “ସଦାପ୍ରଭୁ ତୁମ୍ଭକୁ ଭର୍ତ୍ସନା କରିବେ, ହେ ଶୟତାନ, ସେ ତୁମ୍ଭକୁ ସମାଲୋଚନା କରି ଗ୍ଭଲିଥିବେ। ସଦାପ୍ରଭୁ ଯିରୁଶାଲମକୁ ତାଙ୍କ ସ୍ୱତନ୍ତ୍ର ନଗରରୂପେ ମନୋନୀତ କରିଛନ୍ତି। ଗୋଟିଏ ଜଳନ୍ତା କାଠଗଣ୍ତି ନିଆଁରୁ ଟାଣି ଆଣିବାପରି, ସେ ସେହି ନଗରକୁ ରକ୍ଷା କରିଥିଲେ।” Viz kapitola |