ଯିଖରୀୟ 3:4 - ଓଡିଆ ବାଇବେଲ4 ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ। ପୁଣି, ତାଙ୍କୁ ସେ କହିଲେ, ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରାଇଲୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।” Viz kapitolaପବିତ୍ର ବାଇବଲ4 ତା'ପରେ ସେହି ସ୍ୱର୍ଗଦୂତ ତାଙ୍କ ନିକଟରେ ଛିଡ଼ା ହୋଇଥିବା ଅନ୍ୟ ସ୍ୱର୍ଗଦୂତକୁ କହିଲେ, “ଯିହୋଶୂୟଙ୍କ ଶରୀରରୁ ସେହି ମଇଳା ବସ୍ତ୍ର ଗୁଡ଼ିକୁ କାଢ଼ିନିଅ।” ତା'ପରେ ସ୍ୱର୍ଗଦୂତ ଯିହୋଶୂୟଙ୍କୁ କହିଲେ, “ବର୍ତ୍ତମାନ, ମୁଁ ତୁମ୍ଭର ଅପରାଧ କାଢ଼ିନେଇଛି ଏବଂ ମୁଁ ତୁମ୍ଭକୁ ନୂଆ ମୂଲ୍ୟବାନ ବସ୍ତ୍ରରେ ଆଚ୍ଛାଦିତ କରୁଛି।” Viz kapitola |