ଯିଖରୀୟ 4:1 - ଓଡିଆ ବାଇବେଲ1 ଏଉତ୍ତାରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ପୁନର୍ବାର ଆସି ମୋତେ ନିଦ୍ରାରୁ ଜାଗ୍ରତ ମନୁଷ୍ୟର ପ୍ରାୟ ଜଗାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ। Viz kapitolaପବିତ୍ର ବାଇବଲ1 ତା'ପରେ ମୋ’ ସହିତ ଆଳାପ କରୁଥିବା ସେହି ସ୍ୱର୍ଗଦୂତ ମୋ’ ନିକଟକୁ ଫେରି ଆସିଲେ ଓ ମୋତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି। Viz kapitola |