ଯିଖରୀୟ 5:10 - ଓଡିଆ ବାଇବେଲ10 ତହିଁରେ ଯେଉଁ ଦୂତ ମୋ’ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି ?” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ କହିଲି, ଏମାନେ କେଉଁ ସ୍ଥାନକୁ ଐଫା ବହି ନେଉଅଛନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?” Viz kapitolaପବିତ୍ର ବାଇବଲ10 ତା'ପରେ ମୁଁ ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତକୁ ପଗ୍ଭରିଲି, “ସେମାନେ ସେହି ମାପିବାର ଟୋକେଇଟିକୁ କେଉଁଠାକୁ ନେଉଛନ୍ତି।” Viz kapitola |