ଯିଖରୀୟ 5:11 - ଓଡିଆ ବାଇବେଲ11 ଏଥିରେ ସେ ମୋତେ କହିଲେ, “ଶିନୀୟର ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଥିରେ ସେ ମୋତେ କହିଲେ, ଶିନୀୟର ଦେଶରେ ସେହି ସ୍ତ୍ରୀ ପାଇଁ ଏକ ଗୃହ ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେ ସ୍ତ୍ରୀ ଆପଣା ସ୍ଥାନରେ ସ୍ଥାପନ କରାଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିରେ ସେ ମୋତେ କହିଲେ, “ଶିନୀୟର ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।” Viz kapitolaପବିତ୍ର ବାଇବଲ11 ସ୍ୱର୍ଗଦୂତ ମୋତେ ଉତ୍ତର କଲେ, “ସେମାନେ ଶିନିଅର ଦେଶରେ ଗୋଟିଏ ଗୃହ ନିର୍ମାଣ କରିବାକୁ ଯାଉଛନ୍ତି। ଗୃହ ପ୍ରସ୍ତୁତ ହେଲା ପରେ ଏହା ଯଥା ସ୍ଥାନରେ ସ୍ଥାପିତ ହେବ।” Viz kapitola |