ଯିଖରୀୟ 5:4 - ଓଡିଆ ବାଇବେଲ4 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ସମେତ ତାହା ଗ୍ରାସ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।” Viz kapitolaପବିତ୍ର ବାଇବଲ4 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘ମୁଁ ସେହି ନଳାକାର ପୁସ୍ତକକୁ ଗ୍ଭେରମାନଙ୍କର ଗୃହକୁ ପଠାଇବି ଏବଂ ସେହିମାନଙ୍କ ଘରକୁ, ଯେଉଁମାନେ ମୋର ନାମ ବ୍ୟବହାର କରି ମିଥ୍ୟା ଶପଥ ନେଇଛନ୍ତି। ସେହି ନଳାକାର ପୁସ୍ତକ ପ୍ରତ୍ୟେକ ଗୃହରେ ରହିବ ଏବଂ ଧ୍ୱଂସକାରୀ, କଡ଼ିକାଠ ତଳେ ଓ ପ୍ରସ୍ତର ତଳେ ରହିବ। ଏପରିକି ପ୍ରସ୍ତର ତଥା କାଷ୍ଠର ସ୍ତମ୍ଭଗୁଡ଼ିକ ମଧ୍ୟ ବିନଷ୍ଟ ହେବ।’” Viz kapitola |