ଯିଖରୀୟ 5:6 - ଓଡିଆ ବାଇବେଲ6 ତହିଁରେ ମୁଁ କହିଲି, “ଏ କଅଣ ?” ତହୁଁ ସେ କହିଲେ, “ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ମୁଁ କହିଲି, ଏ କଅଣ? ତହୁଁ ସେ କହିଲେ, ଏହା ଐଫା-ପାତ୍ର, ଯାହା ବାହାରକୁ ଯାଉଅଛି; ସେ ଆହୁରି କହିଲେ, ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପ୍ରତିରୂପ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।” Viz kapitolaପବିତ୍ର ବାଇବଲ6 ମୁଁ ଉତ୍ତର କଲି, “ଏହା କ’ଣ?” ସେ କହିଲେ, “ତାହା ଏକ ମାପ କରିବା ଟୋକେଇ” ଏବଂ “ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।” Viz kapitola |