ଯିଖରୀୟ 6:7 - ଓଡିଆ ବାଇବେଲ7 ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ପାଣ୍ତୁରବର୍ଣ୍ଣ ଅଶ୍ଵଗଣ ବାହାର ହେଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର; ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ;” ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ। Viz kapitolaପବିତ୍ର ବାଇବଲ7 ସେହି ଶକ୍ତିଶାଳୀ ଅଶ୍ୱଗୁଡ଼ିକ ପୃଥିବୀର ଏଣେତେଣେ ବିଚରଣ କରିବାକୁ ଆଗ୍ରହ ପ୍ରକାଶ କଲେ। ତେଣୁ ସେହି ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଯାଅ ପୃଥିବୀର ଗ୍ଭରିଆଡ଼େ ବିଚରଣ କର।” ତେଣୁ ସେମାନେ ଗଲେ। Viz kapitola |