ଯିଖରୀୟ 7:11 - ଓଡିଆ ବାଇବେଲ11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ସ୍କନ୍ଧ ଘୁଞ୍ଚାଇ ନେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ। Viz kapitolaପବିତ୍ର ବାଇବଲ11 କିନ୍ତୁ ସେହି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସେମାନେ ଜିଦ୍ଖୋର ହୋଇ ତାଙ୍କ ମୁହଁ ଫେରାଇଲେ ଏବଂ ତାଙ୍କ କାନ ଘୋଡ଼ାଇ ପକାଇଲେ। Viz kapitola |