Online Bible

- Reklamy -




ଯିଖରୀୟ 7:12 - ଓଡିଆ ବାଇବେଲ

12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ଵାରା ପୂର୍ବକାଳର ଭବିଷ୍ୟଦ୍-ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।

Viz kapitola kopírovat

ପବିତ୍ର ବାଇବଲ

12 ସେମାନେ ଜି‌ଦ୍‌ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ୟ‌ଦ୍‌ବକ୍ତାଙ୍କ ମାଧ୍ୟମରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶେଷ କ୍ରୋଧାନ୍ୱିତ ହେଲେ।

Viz kapitola kopírovat




ଯିଖରୀୟ 7:12

Následuj nás:

Reklamy


Reklamy