ଯିଖରୀୟ 7:2 - ଓଡିଆ ବାଇବେଲ2 ସେହି ସମୟରେ ବେଥେଲ୍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେସମୟରେ ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିବା ପାଇଁ ପ୍ରେରଣ କରିଥିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ବେଥେଲ୍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ, Viz kapitolaପବିତ୍ର ବାଇବଲ2 ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ରେରଣ କଲେ। Viz kapitola |