ଯିଖରୀୟ 7:7 - ଓଡିଆ ବାଇବେଲ7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ୍ ନୁହେଁ ?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ଵାରା ଯେଉଁସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?” Viz kapitolaପବିତ୍ର ବାଇବଲ7 ଏହିଗୁଡ଼ିକ କ’ଣ ସେହି ବାକ୍ୟଗୁଡ଼ିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ କହିଥିଲେ? ସେ ଏ କଥା କହିଥିଲେ ଯେତେବେଳେ ଯିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡ଼ିକ ନେଗେଭ ଏବଂ ସିଫେଲା ବସତି ବହୁଳ ଥିଲା।’” Viz kapitola |