Online Bible

- Reklamy -




ଯିଖରୀୟ 8:12 - ଓଡିଆ ବାଇବେଲ

12 କାରଣ ଶାନ୍ତିଯୁକ୍ତ ବୀଜ ବୁଣା ଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଶାନ୍ତିଯୁକ୍ତ ବୀଜ ହେବ; ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଲୋକମାନଙ୍କର ଅବଶିଷ୍ଟାଂଶକୁ ଏହି ସମସ୍ତର ଅଧିକାରୀ କରାଇବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।

Viz kapitola kopírovat

ପବିତ୍ର ବାଇବଲ

12 “ଏହି ଲୋକମାନେ ଶାନ୍ତିରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ୟ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷୟ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭେମାନେ ଦେଶସବୁ ସମ୍ମୁଖରେ ଅଭିଶପ୍ତ ଥିଲ।

Viz kapitola kopírovat




ଯିଖରୀୟ 8:12

Následuj nás:

Reklamy


Reklamy