ଯିଖରୀୟ 8:17 - ଓଡିଆ ବାଇବେଲ17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।” Viz kapitolaପବିତ୍ର ବାଇବଲ17 ତୁମ୍ଭର ପ୍ରତିବାସୀର କ୍ଷତି କରିବାକୁ ତୁମ୍ଭ ହୃଦୟରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ୟା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସେହିସବୁକୁ ଘୃଣା କରୁ।” ସଦାପ୍ରଭୁ ଏହିସବୁ କହିଲେ। Viz kapitola |