ଯିଖରୀୟ 8:21 - ଓଡିଆ ବାଇବେଲ21 ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।’ Viz kapitolaପବିତ୍ର ବାଇବଲ21 ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, ‘ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।’ ଆସ ଯିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। ‘ମୁଁ ନିଜେ ମଧ୍ୟ ଯାଉଛି।’” Viz kapitola |