ଯିଖରୀୟ 8:6 - ଓଡିଆ ବାଇବେଲ6 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ଲୋକମାନଙ୍କର ଅବଶିଷ୍ଟାଂଶର ଦୃଷ୍ଟିରେ ତାହା ସେହି ସମୟରେ ଆଶ୍ଚର୍ଯ୍ୟ ହେଲେ ହେଁ ଆମ୍ଭ ଦୃଷ୍ଟିରେ କି ତାହା ଆଶ୍ଚର୍ଯ୍ୟ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି। Viz kapitolaପବିତ୍ର ବାଇବଲ6 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦିଓ ଏହି ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ କଷ୍ଟ କର ଜଣାପଡ଼େ, ଏହା ସେମାନଙ୍କ ପ୍ରତି ମଧ୍ୟ ବିସ୍ମୟଜନକ ହେବ।” Viz kapitola |