ଯିଖରୀୟ 8:8 - ଓଡିଆ ବାଇବେଲ8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।’” Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ସତ୍ୟ ଓ ଧାର୍ମିକତାରେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।” Viz kapitolaପବିତ୍ର ବାଇବଲ8 ଆମ୍ଭେ ସେମାନଙ୍କୁ ଏଠାକୁ ଫେରାଇ ଆଣିବା ଏବଂ ସେମାନେ ଯିରୁଶାଲମ ମଧ୍ୟରେ ବାସ କରିବେ। ସେମାନେ ଆମ୍ଭର ଲୋକ ହେବେ ଏବଂ ଆମ୍ଭେ ସେମାନଙ୍କର ବିଶ୍ୱସ୍ଥ ଏବଂ ନ୍ୟାୟବାନ୍ ପରମେଶ୍ୱର ହେବା।” Viz kapitola |