ଯିଖରୀୟ 9:10 - ଓଡିଆ ବାଇବେଲ10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ଵ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ। Viz kapitolaପବିତ୍ର ବାଇବଲ10 ଆମ୍ଭେ ଇଫ୍ରୟିମଠାରୁ ରଥକୁ କାଢ଼ି ନେବା, ଯିରୁଶାଲମଠାରୁ ଅଶ୍ୱ ଯୁଦ୍ଧରେ ବ୍ୟବହୃତ ଧନୁ କାଢ଼ି ନିଆଯିବ। ସେହି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ। ତାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୁତ ହେବ। Viz kapitola |