ଯିଖରୀୟ 9:15 - ଓଡିଆ ବାଇବେଲ15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେନ୍ତ ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ନ୍ୟାୟ ଶଦ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ। Viz kapitolaପବିତ୍ର ବାଇବଲ15 ସର୍ବଶକ୍ତିମାନ୍ ସଦାପ୍ରଭୁ ସେମାନଙ୍କୁ ସୁରକ୍ଷା ଦେବେ। ସେମାନେ ଧ୍ୱଂସ ହେବେ, ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ବାଟୁଳି ଦ୍ୱାରା ପରାସ୍ତ କରିବେ। ସେମାନେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହେବେ, ସେମାନେ ଯଜ୍ଞବେଦିର କୋଣରେ ଥିବା ପାତ୍ର ଯେପରି ସେହିପରି ପୂର୍ଣ୍ଣ ହେବେ। Viz kapitola |