ଯିଖରୀୟ 9:7 - ଓଡିଆ ବାଇବେଲ7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦ; ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ। Viz kapitolaପବିତ୍ର ବାଇବଲ7 ସେମାନେ ଆଉ ରକ୍ତ ସହିତ ମାଂସ ଭୋଜନ କରିବେ ନାହିଁ ଅଥବା ଅନ୍ୟ ଘୃଣ୍ୟ ଖାଦ୍ୟ ଖାଇବେ ନାହିଁ। ଯେଉଁ ପଲେଷ୍ଟୀୟମାନେ ବଞ୍ଚିବେ ସେମାନେ ମଧ୍ୟ ମୋ’ ଲୋକମାନଙ୍କର ଅଂଶ ହେବେ, ଏହା ଯିହୁଦାର ଏକ ବଂଶ ହେବ। ଇକ୍ରୋଣର ଲୋକମାନେ ମୋ’ ଲୋକମାନଙ୍କର ଅଂଶୀଦାର ହେବେ, ଯେପରି ଯିବୂଷିୟମାନେ କରିଥିଲେ। Viz kapitola |