ସିଫନୀୟ 1:14 - ଓଡିଆ ବାଇବେଲ14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶଦ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେସ୍ଥାନରେ ଅତିଶୟ ରୋଦନ କରୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି। Viz kapitolaପବିତ୍ର ବାଇବଲ14 ସଦାପ୍ରଭୁଙ୍କର ସେହି ବିଶେଷ ଦିବସ ଖୁବ୍ ଶୀଘ୍ର ଆସୁଛି। ସେହି ଦିନ ଅତି ସନ୍ନିକଟ। ବିଗ୍ଭରର ସେହି ବିଶେଷ ଦିବସରେ ଲୋକମାନେ ଏକ ଅତି ଦୁଃଖପୂର୍ଣ୍ଣ ଶବ୍ଦ ଶୁଣିବେ। ଏପରିକି ଶକ୍ତିଶାଳୀ ସୈନ୍ୟମାନେ ଚିତ୍କାର କରି ଉଠିବେ। Viz kapitola |