ସିଫନୀୟ 1:6 - ଓଡିଆ ବାଇବେଲ6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।” Viz kapitolaପବିତ୍ର ବାଇବଲ6 କେତେକ ଲୋକ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କଲେ। ସେମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବା ବନ୍ଦ କରିଦେଲେ। ତେଣୁ ସେ ଲୋକମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେବା।” Viz kapitola |