ସିଫନୀୟ 3:10 - ଓଡିଆ ବାଇବେଲ10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ। Viz kapitolaପବିତ୍ର ବାଇବଲ10 ଇଥିଓପିଆରୁ ନଦୀ ପାର ହୋଇ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସେମାନେ ଉପହାର ନେଇ ଆମ୍ଭ ନିକଟକୁ ଆସିବେ। Viz kapitola |